www.samajalive.in
Monday, December 8, 2025
24.1 C
Bhubaneswar

୧୫ ତାରିଖରୁ ରାଜ୍ୟରେ ପ୍ରବଳ ପବନ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର – ରାଜ୍ୟରେ ପୁଣି ପଶ୍ଚିମା ଝଡର ପ୍ରଭାବ । ଆସନ୍ତା ୧୫ ତାରିଖରୁ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା । କେନ୍ଦୁଝର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, କୋରାପୁଟ, ରାୟଗଡ଼ା,ବାଲେଶ୍ବର, ଯାଜପୁର, ଭଦ୍ରକ, ଢେଙ୍କାନାଳ, ଗଜପତି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ପବନ ସହ ବର୍ଷା ହେବ । ଏ ନଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ୧୬ ଏବଂ ୧୭ ତାରିଖରେ ସାରା ରାଜ୍ୟରେ ବର୍ଷା ହେବ ।

୧୬ ତାରିଖରେ ରାଜ୍ୟର ୧୩ଟି ଜିଲ୍ଲା ଏବଂ ୧୭ ତାରିଖରେ ୧୨ ଟି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବାରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ସାରା ରାଜ୍ୟରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ୧୬ ତାରିଖ ପରଠାରୁ ରାଜ୍ୟରେ ତାପମାତ୍ରା ସାମାନ୍ୟ କମିବାର ସମ୍ଭାବନା ରହିଛି ।

Hot this week

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

Related Articles

Popular Categories