www.samajalive.in
Saturday, December 6, 2025
15.1 C
Bhubaneswar

ଆଜି ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଓଡିଶା ଉପକୂଳରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଗୁଚାପ ସକ୍ରିୟ ହୋଇ ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ ଏବଂ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଲଘୁଚାପ କାରଣରୁ ଆଜି ଆଭ୍ୟନ୍ତରୀଣ ଓଡିଶାର କେତେକ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories