www.samajalive.in
Saturday, December 6, 2025
23.1 C
Bhubaneswar

ରାଜ୍ୟର କେତେକ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ଆଜି ଠାରୁ ପାଗରେ ପରିବର୍ତ୍ତନ ଘଟିବ। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ଦୁର୍ବଳ ହେଉଥିବା ବେଳେ ମୌସୁମୀ ଟ୍ରପଲାଇନ ସକ୍ରିୟ ରହିଥିବାରୁ ଏହାର ପ୍ରଭାବରେ ବର୍ଷା ରାଜ୍ୟର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଓଡିଶାର ଜିଲା ଗୁଡିକରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଜି ଟ୍ୱିନ ସିଟିରେ ବର୍ଷା ହେବା ସହ ପାଗ କୋହଲା ରହିଛି।

 

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories