www.samajalive.in
Saturday, December 6, 2025
16.1 C
Bhubaneswar

ପ୍ରବଳ ବର୍ଷା ନେଇ ବିଭିନ୍ନ ଜିଲାକୁ ରେଡ୍‍ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ରାଜ୍ୟରେ ବିଭିନ୍ନ ସ୍ଥାନରେ ଲାଗି ରହିଛି ପ୍ରବଳରୁ ଅତି ପ୍ରବଳ ବର୍ଷା। ଆସନ୍ତା କାଲି ସକାଳ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲାକୁ ରେଡ୍‍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାମଧ୍ୟରେ ପୁରୀ, ଖୋର୍ଦ୍ଧା, କଟକ,ଜଗତସିଂହପୁର,କେନ୍ଦ୍ରାପଡା,ଢେଙ୍କାନାଳ ଓ ନୟାଗଡକୁ ରେଡ୍‍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାସହ ବର୍ଷା ନେଇ ୬ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଗଞ୍ଜାମ,କନ୍ଧମାଳ,ବୌଦ୍ଧ,ଅନୁଗୁଳ,ଯାଜପୁର,ଭଦ୍ରକ। ବର୍ଷା ନେଇ ଆଉ ୮ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କଳାହାଣ୍ଡି,ବଲାଙ୍ଗୀର,ସୁବର୍ଣ୍ଣପୁର,ସମ୍ବଲପୁର,ଦେବଗଡ,କେନ୍ଦୁଝର, ମୟୁରଭଞ୍ଜ,ବାଲେଶ୍ୱର,
ସେହିପରି ବିପଦ ସଙ୍କେତ ଟପିଲା ଜଳକା । ମଥାନୀ ନିକଟରେ ବିପଦ ସଙ୍କେତ ୫.୫ ମିଟର , ଏବେ ମଥାନୀ ଠାରେ ୫.୭ ମିଟର ଉଚ୍ଚରେ ଜଳ ପ୍ରବାହିତ ହେଉଛି।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories