www.samajalive.in
Sunday, December 7, 2025
15.1 C
Bhubaneswar

ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ; ୨୬ରୁ ବର୍ଷା ସମ୍ଭବାନା

ଭୁବନେଶ୍ୱର : ଘୂର୍ଣ୍ଣିବଳୟ ପ୍ରଭାବରେ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟ ହୋଇଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ଅଧିକ ତିବ୍ର ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତର ଦିଗ ଆଡକୁ ଗତି କରିବ। ଏହାର ପ୍ରଭାବରେ ଆସନ୍ତା ୨୬ରୁ ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବ। ଏହାସହ ସେପ୍ଟେମ୍ବର ୨୮ରେ ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ ସୂଚନା ମିଳିଛି। ୨୬ ତାରିଖ ପରଠାରୁ କଟକ, ପୁରୀ, ଖୋର୍ଦ୍ଧା, ଭଦ୍ରକ,କେନ୍ଦ୍ରାପଡା,ବାଲେଶ୍ୱର,ଜଗତସିଂହପୁର,ଯାଜପୁର,ନୟାଗଡ,ଗଞ୍ଜାମ,ଗଜପତି,କେନ୍ଦୁଝର ଓ ମୟୁରଭଞ୍ଜରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories