www.samajalive.in
Sunday, December 7, 2025
14.1 C
Bhubaneswar

୨୪ ଘଣ୍ଟାରେ ଲଘୁଚାପ

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଲଘୁଚାପ। ଭାରତ ମହାସାଗର – ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ। ଲଘୁଚାପ ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
ଏପଟେ ଲଘୁଚାପ ବାତ୍ୟାର ରୂପ ନେବା ନେଇ ଚର୍ଚ୍ଚା ପ୍ରସଙ୍ଗରେ ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର  ନିଜ ପ୍ରତିକ୍ରିୟା ଦେଇଛନ୍ତି। ଏଯାଏଁ ଲଘୁଚାପ ବାତ୍ୟାର ରୂପ ନେବା ନେଇ କୌଣସି ଆକଳନ କରାଯାଇ ନାହିଁ ବୋଲି କହିଛନ୍ତି।

Hot this week

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

Related Articles

Popular Categories