www.samajalive.in
Saturday, December 6, 2025
26.1 C
Bhubaneswar

ରାଜ୍ୟରେ ଲଗାଣ ବର୍ଷା; ବର୍ଷା ,ଘଡଘଡି ପାଇଁ ଟୁଇନ ସିଟିରେ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟରେ ଅଧିକାଂଶ ସ୍ଥାନ ସହ ଟୁଇନ ସିଟିରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା। ଗତକାଲି ବିଳମ୍ବିତ ରାତିରୁ ଲାଗି ରହିଛି ଲଗାଣ ବର୍ଷା। ଫଳରେ ଅଧିକାଂଶ ସ୍ଥାନରେ ବର୍ଷା ପାଣି ଜମି ରହିଥିବା ଦେଖାଦେଇଛି।
ତେବେ ଲଗାଣ ବର୍ଷା ଓ ଘଡଘଡି ପାଇଁ କଟକ ଓ ଭୁବନେଶ୍ୱରକୁ ଆଲର୍ଟ ଜାରି କରାଯାଇଛି। ଜଳବନ୍ଦୀ ସମସ୍ୟା ପୂର୍ବରୁ ଜଳନିଷ୍କାସନ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଜାରି କରାଯାଇଛି। କାମ ନଥିଲେ ବାହାରକୁ ନ ବାହାରିବା ପାଇଁ ଲୋକଙ୍କୁ ପରାମର୍ଶ ଦିଆଯାଇଛି। ମ୍ୟାନହୋଲ୍‍,ବିଦ୍ୟୁତ ତାର ଆଦି ଦେଖି ଲୋକଙ୍କୁ ଯାତାୟତ କରିବା ପାଇଁ ପରାମର୍ଶ ଦିଆଯାଇଛି।

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories