www.samajalive.in
Saturday, December 6, 2025
26.1 C
Bhubaneswar

ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ରହିଛି ବର୍ଷା ସମ୍ଭାବନା। ଆଜି ୪ ଜିଲା ଗଜପତି, ଗଞ୍ଜାମ, ରାୟଗଡା ଓ କନ୍ଧମାଳରେ ଝଡପବନ ସହ ବିଜୁଳି,ଘଡଘଡି ବର୍ଷା ହେବ। ଏହାସହ କିଛି ସ୍ଥାନରେ କୁଆପଥର ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି। ଆସନ୍ତାକାଲି ମଧ୍ୟ ୧୧ ଜିଲାରେ ବର୍ଷା ସମ୍ଭାବନା ଥିବା ସହ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ଦିନ ସମୟରେ ପାଗରେ କୌଣସି ବିଶେଷ ପରିବର୍ତ୍ତନ ନଥିବା ସହ ଖରା,ତାତି ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories