www.samajalive.in
Sunday, December 7, 2025
23.1 C
Bhubaneswar

ଚଳିତ ବର୍ଷ ମୌସୁମୀ ବର୍ଷା ପରିମାଣ ୯୬% – ଆଇଏମଡି ଡିଜି

ଭୁବନେଶ୍ୱର :  ଚଳିତ ବର୍ଷ ହେବ ସ୍ୱଭାବିକ ବର୍ଷା। ମୌସୁମୀ ବର୍ଷା ନେଇ ଆଜି ସାମ୍ବାଦିକ ସମ୍ମିଳନୀ ଯୋଗେ ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ (ଆଇଏମଡି ଡିଜି) ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଦେଇଛନ୍ତି। ଚଳିତ ବର୍ଷ ମୌସୁମୀ ବର୍ଷା ପରିମାଣ ୯୬% ହେବା ନେଇ ପୂର୍ବାମନୁମାନ କରାଯାଇଛି। ମୌସୁମୀରେ ଦେଶରେ ହାରାହାରି ୮୭ ସେଣ୍ଟିମିଟର ବର୍ଷା ହୋଇଥାଏ। ଚଳିତ ବର୍ଷ ୯୬% ହିସାବରେ ୮୩.୫ ସେଣ୍ଟିମିଟର ବର୍ଷାର ସମ୍ଭାବନା ରହିଛି।୯୬%ରୁ ୧୦୪% ବର୍ଷା ହେଲେ ଏହାକୁ ସ୍ୱାଭାବିକ ବର୍ଷା କୁହାଯାଏ। ମୌସୁମୀର ଦ୍ୱିତୀୟାର୍ଦ୍ଧରେ ଏଲ୍‌‌-ନିନୋ ସମସ୍ୟା ସମ୍ଭାବନା ରହିଥିଲେ ମଧ୍ୟ ବର୍ଷା ପରିମାଣ ସ୍ୱାଭାବିକ ରହିବ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories