www.samajalive.in
Sunday, December 7, 2025
14.1 C
Bhubaneswar

ବର୍ଷା ପାଇଁ ୧୭ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର : ବର୍ଷା ପାଇଁ ୧୭ ଜିଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ। ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୩ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱରରେ ଅତି ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି। ସେହିପରି ପ୍ରବଳ ବର୍ଷା ପାଇଁ ୧୪ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ନୂଆପଡା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଦେବଗଡକୁ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

Related Articles

Popular Categories