ଆସୁଛି ଆଉ ଏକ ଲଘୁଚାପ ; ୩ରେ ଘୂର୍ଣ୍ଣିବଳୟ

ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୩ ତାରିଖରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଲଘୁଚାପ କ୍ଷେତ୍ରର ରୂପ ନେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ନେଇ ଆଜି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆସନ୍ତା ୫ ତାରିଖ ବେଳକୁ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି।

Comments are closed.