ଆସୁଛି ଆଉ ଏକ ଲଘୁଚାପ!

ଭୁବନେଶ୍ୱର : ୪୮ ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ ସମ୍ଭାବନା। ଲଘୁଚାପ ସମ୍ଭାବନା ନେଇ ସୋମବାର ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।


ବାୟୁମଣ୍ଡଳର ୩.୧ ରୁ ୫.୮ କିମି ମଧ୍ୟରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ୪୮ ଘଣ୍ଟା ମଧ୍ୟରେ ଲଘୁଚାପର ସମ୍ଭାବନା ରହିଛି।

Comments are closed.