www.samajalive.in
Saturday, December 6, 2025
16.1 C
Bhubaneswar

ଆସନ୍ତା ୯ ଯାଏଁ ଆହୁରି ଭିଜାଇବ ବର୍ଷା

ଭୁବନେଶ୍ୱର : ରାଜ୍ୟର ଅନେକ ସ୍ଥାନରେ ଲାଗି ରହିଛି ବର୍ଷା। ଆନ୍ଧ୍ର ଉପକୂଳ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ପ୍ରଭାବରେ ଉପକୂଳ ଓ ଦକ୍ଷିଣ ଓଡିଶାରେ କିଛି ଜିଲାରେ ଲଗାଣ ବର୍ଷାର ସମ୍ଭାବନା ରହିଛି। ଗତ ୨୪ ଘଣ୍ଟାରେ କୋରାପୁଟ ଓ ଗଞ୍ଜାମ ଜିଲାରେ ପ୍ରବଳ ବର୍ଷା ହେବା ନେଇ ରେକର୍ଡ କରାଯାଇଛି। ଅଧିକାଂଶ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ ହୋଇଛି। ଆଜି ମଧ୍ୟ ଦକ୍ଷିଣ ଓଡିଶାରେ ସର୍ବାଧିକ ବର୍ଷା ସମ୍ଭାବନା ରହିଛି। ୯ ତାରିଖ ଯାଏଁ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Hot this week

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

Related Articles

Popular Categories