ସୃଷ୍ଟି ହେଲା ଲଘୁଚାପ; ୧ ଯାଏଁ ପ୍ରବଳ ବର୍ଷିବ, ଏହି ଜିଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି..

ଭୁବନେଶ୍ୱର : ଲଘୁଚାପ କ୍ଷେତ୍ର ଯୋଗୁଁ ପହିଲା ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଅଗଷ୍ଟ ୩୦ ପାଇଁ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ଗଜପତିକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ରାୟଗଡା, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାସହ ପ୍ରବଳ ବର୍ଷା ନେଇ ଆଉ ୧୧ ଜିଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ନୂଆପଡା, ବଲାଙ୍ଗୀର, ବୌଦ୍ଧ, … Continue reading ସୃଷ୍ଟି ହେଲା ଲଘୁଚାପ; ୧ ଯାଏଁ ପ୍ରବଳ ବର୍ଷିବ, ଏହି ଜିଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି..