www.samajalive.in
Saturday, December 6, 2025
26.1 C
Bhubaneswar

ରବିବାର ଏହି ଜିଲାରେ ପ୍ରବଳ ବର୍ଷିବ ; ୨ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା..

ଭୁବନେଶ୍ୱର : ବର୍ଷା ନେଇ ଜିଲାପାଳଙ୍କୁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ୍‌ କମିଶନର ସତ୍ୟବ୍ରତ ସାହୁ । ଅବପାତ ପ୍ରଭାବରେ ଶନିବାର ଠାରୁ ୨ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ରବିବାର ପାଇଁ ୩ ଜିଲାକୁ ଅରେଞ୍ଜ ଓ ୬ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ନୂଆପଡା, କଳାହାଣ୍ଡି, କନ୍ଧମାଳ, ରାୟଗଡା ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗଞ୍ଜାମ ଓ ଗଜପତି ଜିଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ ନିର୍ଦେଶ ଦିଆଯାଇଛି।

ଆଶ୍ଚର୍ଯ୍ୟ ଲାଗିବ, ଦେଖନ୍ତୁ ଭିଡିଓ ; ମଇଁଷି ଗୁହାଳରେ ଫଣା ଟେକି ରହିଥିଲା ସାପ, ତା’ପରେ ମଇଁଷି କଲା ଏମିତି..

Hot this week

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

Related Articles

Popular Categories