www.samajalive.in
Saturday, December 6, 2025
23.1 C
Bhubaneswar

ଟ୍ୱିନ ସିଟିରେ ୩ ଘଣ୍ଟା ପ୍ରବଳ ବର୍ଷିବ..

ଭୁବନେଶ୍ୱର : ଟ୍ୱିନସିଟିରେ ସୋମବାର ରହିଛି ପ୍ରବଳ ବର୍ଷା ସମ୍ଭାବନା । ଘୂର୍ଣ୍ଣିବଳୟ ପ୍ରଭାବରେ ଟ୍ୱିନସିଟିରେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ୩ ଘଣ୍ଟା ପାଇଁ କଟକ ଓ ଭୁବନେଶ୍ୱରକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷିବ । ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହୋଇପାରେ ବୋଲି ଆଶଙ୍କା କରାଯାଉଛି । ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି ।

ବାସ୍ତୁ : ବାସ୍‌ ଏହି ଗୋଟିଏ ଜିନିଷ ଘରେ ରହିଲେ, ପାଣି ଭଳି ଖର୍ଚ୍ଚ ହୁଏ ଟଙ୍କା, ରୋଗ ସହ ଅଶାନ୍ତି, କରଜ ଲାଗି ରହେ..

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories