ବଙ୍ଗୋପସାଗରରେ ଲଘୁଚାପ; ୨୬ ଯାଏଁ ପ୍ରବଳ ବର୍ଷିବ..

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡିଶା ଉପକୂଳ ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି । ଲଘୁଚାପ ପ୍ରଭାବରେ ପୂର୍ବ ଓ ପଶ୍ଚିମ ଓଡିଶା ଏବଂ ଦକ୍ଷିଣ ଓଡିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଏହାପରେ ୨୭ … Continue reading ବଙ୍ଗୋପସାଗରରେ ଲଘୁଚାପ; ୨୬ ଯାଏଁ ପ୍ରବଳ ବର୍ଷିବ..