www.samajalive.in
Saturday, December 6, 2025
26.1 C
Bhubaneswar

ଆସୁଛି ଲଘୁଚାପ; ପୁଣି ଭିଜିବ ଓଡିଶା!

ଭୁବନେଶ୍ୱର : ଆସୁଛି ଲଘୁଚାପ । ପୁଣି ଭିଜିବ ଓଡିଶା । ଆସନ୍ତା ୨୨ ତାରିଖ ସୁଦ୍ଧା ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ। ପରବର୍ତ୍ତୀ ସମୟରେ ଲଘୁଚାପଟି ଅଧିକ ଘନୀଭୂତ ହେବା ସମ୍ଭାବନା ରହିଛି । ଘନୀଭୂତ ହୋଇ କ୍ରମେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ରହିଛି । ଏକ୍ସ ଜରିଆରେ ଏନେଇ ଆଜି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି ।

୧୭ ଅକ୍ଟୋବରରେ ତୁଳା ରାଶିରେ ବୁଦ୍ଧାଦିତ୍ୟ ଯୋଗ; ଜାଣନ୍ତୁ ସମସ୍ତ ରାଶି ଉପରେ ପଡିବ କି ପ୍ରଭାବ..

ଆସିଲା ‘ପୁଷ୍ପା ୨ ଦି ରୁଲ୍‌’ର ନୂଆ ପୋଷ୍ଟର; ପ୍ରଶଂସକ କହିଲେ ବକ୍ସ ଅଫିସ୍‌ରେ କରିବ ହଇଚଇ, ଭାଙ୍ଗିବ ସବୁ ରେକର୍ଡ..

- Advertisement -

ଜିଓ ପୁଣି ଆଣିଲା ଶସ୍ତା ରିଚାର୍ଜ ପ୍ଲାନ୍‌; ମାତ୍ର ଏତିକି ଟଙ୍କାରେ ମିଳିବ ୫ଜି ଅନଲିମିଟେଡ୍‌ ଡାଟା..

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories