ସୃଷ୍ଟି ହେଲା ଘୂର୍ଣ୍ଣିବଳୟ ; ୨୩ ତାରିଖରୁ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା..

ଭୁବନେଶ୍ୱର : କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ ।ଉତ୍ତର ପଶ୍ଚିମ ଦିଗରେ ଗତି କରି ଅବପାତର ରୂପ ନେବ । ୨୨ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ଅନୁମାନ କରାଯାଉଛି । ୨୨ ପରେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରିପାରେ । ଏହାପରେ ଆହୁରି ତୀବ୍ର ବା ଘନୀଭୂତ ହୋଇପାରେ । ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖରୁ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା … Continue reading ସୃଷ୍ଟି ହେଲା ଘୂର୍ଣ୍ଣିବଳୟ ; ୨୩ ତାରିଖରୁ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା..