www.samajalive.in
Tuesday, November 18, 2025
16.1 C
Bhubaneswar

୪୮ ଘଣ୍ଟାରେ ଲଘୁଚାପ; ୨୪ ଘଣ୍ଟାରେ ଓଡିଶାର ୧୧ ଜିଲାରେ ବର୍ଷା

ଭୁବନେଶ୍ୱର : ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ସମ୍ଭାବନା ରହିଛି। ବଙ୍ଗୋପସାଗର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ସହ ବାୟୁମଣ୍ଡଳର ୩.୧ ରୁ ୭.୬ କିମି ମଧ୍ୟରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି।

ହାତୀ ପାଇଁ ବନ କର୍ମଚାରୀଙ୍କୁ ଗ୍ରାମବାସୀଙ୍କ ମାଡ

ଏହାସହ ୨୪ ଘଣ୍ଟାରେ ଓଡିଶାର ୧୧ ଜିଲାରେ ବର୍ଷା ଆକଳନ କରାଯାଇଛି। ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡା, ମାଲାକାନଗିରି, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର ,ବରଗଡ ଜିଲାରେ ବର୍ଷା ସମ୍ଭାବନା ରହିଛି।

Hot this week

ଯାଜପୁର ଜିଲା ଜଖପୁର ଜଙ୍କସନରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ

ସମାଜଲାଇଭ ଡେସ୍କ: ଯାଜପୁର ଜିଲା ଜଖପୁର ଜଙ୍କସନରେ ସୋମବାର ରାତିରେ ଏକ...

ପରଲୋକରେ ତାରକା କଣ୍ଠଶିଳ୍ପୀ ହ୍ୟୁମାନ୍‌‌ ସାଗର

କଟକ: ଓଡ଼ିଆ ସଙ୍ଗୀତ ଜଗତର ଉଦୀୟମାନ ଗାୟକ ତଥା ତାରକା କଣ୍ଠଶିଳ୍ପୀ...

୫୦ ବର୍ଷ ପରେ ପ୍ରେକ୍ଷାଳୟକୁ ଫେରୁଛି ‘ଶୋଲେ’

ମୁମ୍ବାଇ ୧୭/୧୧: ଭାରତୀୟ ସିନେମାର କ୍ଲାସିକ୍ ଫିଲ୍ମ "ଶୋଲେ" ପୁଣି ଥରେ ବଡ଼...

ଷ୍ଟେସନରୁ ୮ ଶ୍ରମିକ ଓ ୫ ଶିଶୁ ଉଦ୍ଧାର, ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ରେଳ ଷ୍ଟେସନ ଅଞ୍ଚଳରୁ ୮ଜଣ ଦାଦନ ଶ୍ରମିକଙ୍କ ସହ...

ଦିଲ୍ଲୀ ବିସ୍ଫୋରଣ: ସହଯୋଗୀ ଷଡ଼ଯନ୍ତ୍ରକାରୀ ଆତଙ୍କୀ ଗିରଫ

ସମାଜଲାଇଭ ଡେସ୍କ: ଦିଲ୍ଲୀ ବିସ୍ଫୋରଣ ମାମଲାରେ ଜାତୀୟ ତଦନ୍ତକାରୀ ସଂସ୍ଥା(ଏନଆଇଏ) ସହଯୋଗୀ...

Related Articles

Popular Categories