www.samajalive.in
Sunday, December 14, 2025
26.1 C
Bhubaneswar

ସକାଳୁ ସକାଳୁ ଟ୍ୱିନ୍‌ ସିଟିରେ ପ୍ରବଳ ବର୍ଷା; ୩ ଘଣ୍ଟା ପାଇଁ ଏହି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି..

ଭୁବନେଶ୍ୱର : ଶୁକ୍ରବାର ସକାଳୁ ସକାଳୁ ଟ୍ୱିନ୍‌ ସିଟିରେ ଘଡଘଡି ସହ ହୋଇଛି ପ୍ରବଳ ବର୍ଷା । ସକାଳେ ହଠାତ୍‌ ପାଗରେ ପରିବର୍ତ୍ତନ ସହ କୋହଲା ପାଗ ପରେ ଲାଗି ରହିଛି ବର୍ଷା । ବର୍ଷା ପରେ ସହରର ବିଭିନ୍ନ ସ୍ଥାନରେ ଜମିଛି ପାଣି । ପାଣି ଜମିବା ପରେ ଯାତାୟତରେ ସମସ୍ୟା ଦେଖାଯିବା ସହ ପାଣିପମ୍ପ ଲଗାଯାଇ ଜଳ ନିଷ୍କାସନ ଆରମ୍ଭ ହୋଇଛି । ଆଗାମୀ ୩ ଘଣ୍ଟା ପାଇଁ ପାଣିପାଗ ବିଭାଗ ପକ୍ଷରୁ ଖୋର୍ଦ୍ଧା ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି ସକାଳୁ କଟକ ଓ ଭୁବନେଶ୍ୱରରେ ମେଘୁଆ ପାଗ ଲାଗି ରହିଛି । ବିଜୁଳି ଘଡଘଡି ସହ ହୋଇଛି ପ୍ରବଳ ବର୍ଷା ।

ନଭେମ୍ବର ମାସରେ ରାଜଯୋଗ; ଶୁକ୍ର-ଶନି ଏହି ରାଶିଙ୍କୁ କରିବେ ଭାଗ୍ୟଶାଳୀ, ଚମକିବ ଭାଗ୍ୟ, ମିଳିବ ହଠାତ୍‌ ଧନ..

- Advertisement -

 

 

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories