www.samajalive.in
Sunday, December 7, 2025
13.1 C
Bhubaneswar

ଆସୁଛି ଆଉ ଏକ ଲଘୁଚାପ, ପୁଣି ଭିଜିବ ଓଡିଶା!

ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ । ପୁଣି ଭିଜିବ ଓଡିଶା । ୫ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ଦକ୍ଷିଣ ଓଡିଶା ସମେତ ଆନ୍ଧ୍ରରେ ବର୍ଷା ସମ୍ଭାବନା ରହିଛି । ୮ ରୁ ୧୧ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଉପକୂଳରେ ବର୍ଷା ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଜ୍ଞାନୀ ସୁରେନ୍ଦ୍ରନାଥ ପଶୁପାଳକଙ୍କ ପକ୍ଷରୁ ଶୁକ୍ରବାର ସୂଚନା ମିଳିଛି ।
ସେହିପରି ୭ ଦିନ ମଧ୍ୟରେ ଲଘୁଚାପ ହେବାର ସମ୍ଭାବନା ନାହିଁ । ଏନେଇ ସୂଚନା ଦେଇଛନ୍ତି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି । ୩ରୁ ୫ ତାରିଖ ପର୍ଯ୍ୟନ୍ତ ପାଗ ମୁଖ୍ୟତଃ ଶୁଖିଲା ରହିବ । ୬ ଓ ୭ରେ ଉପକୂଳ ଜିଲାର କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ ବୋଲି ସୂଚନା ମିଳିଛି ।

ନଭେମ୍ବର ମାସରେ ରାଜଯୋଗ; ଶୁକ୍ର-ଶନି ଏହି ରାଶିଙ୍କୁ କରିବେ ଭାଗ୍ୟଶାଳୀ, ଚମକିବ ଭାଗ୍ୟ, ମିଳିବ ହଠାତ୍‌ ଧନ..

- Advertisement -

 

ଜାଣନ୍ତୁ; ବାସ୍ତୁ ଅନୁସାରେ କେଉଁ ରଙ୍ଗର ଆଲମିରା ଥିଲେ, ଘରୁ କଦାପି ଖାଲି ହେବ ନାହିଁ ଟଙ୍କା..

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories