www.samajalive.in
Saturday, December 6, 2025
26.1 C
Bhubaneswar

ତୁହାକୁ ତୁହା ବର୍ଷା ସାଙ୍ଗକୁ କୋହଲା ପାଗ; ୩ ଘଣ୍ଟା ଏହି ୧୫ ଜିଲାରେ ବର୍ଷିବ..

ଭୁବନେଶ୍ୱର : ରାଜ୍ୟରେ ଲାଗି ରହିଛି ତୁହାକୁ ତୁହା ବର୍ଷା ସାଙ୍ଗକୁ କୋହଲା ପାଗ । ଆସନ୍ତା ୩ ଘଣ୍ଟା ପାଇଁ ୧୫ ଜିଲାକୁ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲା ଗୁଡିକ ହେଉଛି ଭଦ୍ରକ, ବାଲେଶ୍ୱର, କଟକ, ଭୁବନେଶ୍ୱର, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଯାଜପୁର, ମୟୁରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ସୋନପୁର, ବୌଦ୍ଧ, ଫୁଲବାଣୀ, କୋରାପୁଟ, ରାୟଗଡାକୁ ପ୍ରବଳ ବର୍ଷା ପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ସେପଟେ ବର୍ଷା ଯୋଗୁଁ ମୁଣ୍ଡରେ ହାତ ଦେଇ ବସିଛନ୍ତି ଚାଷୀ । କେଉଁଠି ଧାନ ବିଲରେ ନଷ୍ଟ ହେଉଛି ତ ପୁଣି କେଉଁଠି ଧାନ ଖଳାରେ ଭିଜୁଛି ।

ବାସ୍ତୁ.. ତକିଆ ତଳେ ରଖି ଦିଅନ୍ତୁ ; ଚୁଟ୍‌କିରେ ଦୂର ହେବ ଧନ ଅଭାବ, ରାହୁ-କେତୁଙ୍କ କୁପ୍ରଭାବ, ବଢିବ ଧନ..

୨୦୨୪ରେ ବି ଲୋକଙ୍କ ପ୍ରଥମ ପସନ୍ଦ ବିରିୟାନୀ ; ଜାଣନ୍ତୁ ଏକ ମିନିଟ୍‌କୁ ହୋଇଛି କେତେ ଅର୍ଡର..

- Advertisement -

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories