କାଲି ଠାରୁ ୪ ଦିନ ପ୍ରବଳ ବର୍ଷା! ବିଜୁଳି ଘଡଘଡି ସହ ଝଡ ବର୍ଷା ନେଇ ସତର୍କ ସୂଚନା ଜାରି

ଭୁବନେଶ୍ୱର : ଆସୁଛି ବର୍ଷା । ପୁଣି ଭିଜିବ ଓଡିଶା । ପଶ୍ଚିମାଝଡ ସହ ଟ୍ରପ୍‌ଲାଇନ ସକ୍ରିୟ ରହିଛି । ଏହାର ପ୍ରଭାବରେ ଫେବୃଆରୀ ୨୦ରୁ ୨୩ ତାରିଖ ଅର୍ଥାତ୍‌ ଗୁରୁବାର ଠାରୁ ରବିବାର ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବା ନେଇ ବୁଧବାର ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଅର୍ଦ୍ଧାଧିକ ଜିଲାରେ ବର୍ଷା ସମ୍ଭାବନା ରହିଛି । ୨୦ ତାରିଖରେ ୩ ଜିଲାକୁ ଅରେଞ୍ଜ ଓ ୬ ଜିଲାକୁ ୟେଲୋ ୱାର୍ଣ୍ଣିଂ … Continue reading କାଲି ଠାରୁ ୪ ଦିନ ପ୍ରବଳ ବର୍ଷା! ବିଜୁଳି ଘଡଘଡି ସହ ଝଡ ବର୍ଷା ନେଇ ସତର୍କ ସୂଚନା ଜାରି