www.samajalive.in
Saturday, December 6, 2025
15.1 C
Bhubaneswar

ଆହୁରି ୨ ଦିନ ଲାଗି ରହିବ କାଳବୈଶାଖୀ; ଏହି ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର : ରାଜ୍ୟରେ ଅନେକ ସ୍ଥାନ ସହ ଟ୍ୱିନ୍‌ସିଟିର ବିଭିନ୍ନ ସ୍ଥାନରେ ହୋଇଛି କାଳବୈଶାଖୀ ବର୍ଷା । ପ୍ରବଳ ବର୍ଷାରେ ଭିଜିଲା ଭୁବନେଶ୍ୱର-କଟକ । କଳାହାଣ୍ଡିଆ ମେଘ, ବିଜୁଳି ଘଡଘଡି ସହ ପ୍ରାୟ ୪୦ ରୁ ୫୦ କିମି ବେଗରେ ପବନ ବହିଛି । କାଳବୈଶାଖୀ ବର୍ଷା ନେଇ ୩ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି । ଖୋର୍ଦ୍ଧା, କଟକ ଓ ଢେଙ୍କାନାଳ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଏହି ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଆହୁରି ୨ ଦିନ କାଳବୈଶାଖୀ ଲାଗି ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

୮୨ ବର୍ଷ ପରେ ଅକ୍ଷୟ ତୃତୀୟାରେ ଗ୍ରହଙ୍କ ଶୁଭ ସଂଯୋଗ: ଏହି ରାଶି କିଣିବେ ନୂଆ ଘର,ଗାଡି ହେବେ ମାଲାମାଲ୍‌, ରହିବନି ଚିନ୍ତା

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories