www.samajalive.in
Monday, December 15, 2025
14.1 C
Bhubaneswar

ଲଘୁଚାପ କ୍ଷେତ୍ର ସକ୍ରିୟ ; ୧୮ ଓ ୧୯ ଏହି ଜିଲାରେ ପ୍ରବଳ ବର୍ଷିବ..

ଭୁବନେଶ୍ୱର : ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଦକ୍ଷିଣ-ପଶ୍ଚିମ ଓ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରେରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଫଳରେ ଲଘୁଚାପ ପ୍ରଭାବରେ ରାଜ୍ୟରେ କେତେକ ସ୍ଥାନରେ ଲାଗି ରହିଛି ବର୍ଷା। ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ବର୍ଷା ସମ୍ଭାବନା ଥିବା ବେଳେ ୧୮ ଓ ୧୯ ତାରିଖରେ କେତେକ ଜିଲାରେ ପ୍ରବଳ ବର୍ଷିବ। ୧୮ରେ ମାଲକାନଗିରି, କୋରାପୁଟ ଏବଂ ୧୯ରେ କୋରାପୁଟ, କଳାହାଣ୍ଡିକୁ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୧୮ ରୁ ୨୦ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

୨୭ ବର୍ଷ ପରେ ଗୁରୁଙ୍କ ନକ୍ଷତ୍ରରେ ପ୍ରବେଶ କରିବେ ଶନି; ଏହି ୩ ରାଶିଙ୍କୁ ଖାଲି ମିଳିବ ଧନ, ସଫଳତା..

ଆକର୍ଷଣୀୟ ଲୁକ୍‌.. ସ୍ମାର୍ଟ ଫିଚର, ୟାମାହା ଏକାଠି ଆଣିଲା ୨ଟି ହାଇବ୍ରିଡ୍‌ ସ୍କୁଟର, ଦାମ୍‌ ଏତିକି ..

- Advertisement -

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories