ଆସନ୍ତାକାଲି ଏସବୁ ଜିଲାରେ ବର୍ଷିବ! ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୩ ତାରିଖ ଯାଏଁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ପାଇଁ ୨୦ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଓ ଗଜପତିକୁ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପିତୃପକ୍ଷରେ ଚନ୍ଦ୍ରଗ୍ରହଣ ; ଜାଣନ୍ତୁ … Continue reading ଆସନ୍ତାକାଲି ଏସବୁ ଜିଲାରେ ବର୍ଷିବ! ୟେଲୋ ୱାର୍ଣ୍ଣିଂ ଜାରି