ଅତି ପ୍ରବଳ ବର୍ଷା ପାଇଁ ଓଡିଶାକୁ ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର । ୨୪ ଘଣ୍ଟାରେ ଅବପାତର ରୂପ ନେବା ସମ୍ଭାବନା ରହିଛି । କେନ୍ଦ୍ରୀୟ ବଙ୍ଗୋପସାଗରରେ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ୨୭ ସକାଳେ ଦକ୍ଷିଣ ଓଡିଶା-ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ଏନେଇ ଶୁକ୍ରବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଅତି ପ୍ରବଳ ବର୍ଷା ପାଇଁ ଓଡିଶାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି … Continue reading ଅତି ପ୍ରବଳ ବର୍ଷା ପାଇଁ ଓଡିଶାକୁ ରେଡ୍‌ ଆଲର୍ଟ ଜାରି