www.samajalive.in
Saturday, December 6, 2025
15.1 C
Bhubaneswar

ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଏନେଇ ମଙ୍ଗଳବାର ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।


ଉତ୍ତରପଶ୍ଚିମ ବଙ୍ଗୋପସାଗର ପାଶ୍ୱର୍ବର୍ତ୍ତି ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨ ଦିନ ଯାଏଁ ଉତ୍ତର ଓଡିଶା ଦେଇ ଗତି କରିବା ସମ୍ଭାବନା ରହିଛି। ଉତ୍ତର ଓଡିଶା ଦେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories