ସୃଷ୍ଟି ହେଲା ଲଘୁଚାପ
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଏନେଇ ମଙ୍ଗଳବାର ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।
ବଙ୍ଗୋପସାଗର ରେ ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିଛି ତୀବ୍ର ବୃଷ୍ଟିପାତ pic.twitter.com/z4qJan1yUK
— Meteorological Centre, Bhubaneswar (@mcbbsr) September 19, 2023
ଉତ୍ତରପଶ୍ଚିମ ବଙ୍ଗୋପସାଗର ପାଶ୍ୱର୍ବର୍ତ୍ତି ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨ ଦିନ ଯାଏଁ ଉତ୍ତର ଓଡିଶା ଦେଇ ଗତି କରିବା ସମ୍ଭାବନା ରହିଛି। ଉତ୍ତର ଓଡିଶା ଦେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି।
Comments are closed.