www.samajalive.in
Sunday, December 7, 2025
14.1 C
Bhubaneswar

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ; କାଲିଠୁ ବଢିବ ବର୍ଷା, ଏସବୁ ଜିଲାରେ ପ୍ରବଳ ବର୍ଷିବ..

ଭୁବନେଶ୍ୱର : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ଆଗାମୀ ୫ ଦିନ ଯାଏଁ ଲାଗି ରହିବ ବର୍ଷା। ୨୭ରେ ମଧ୍ୟ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୯ ତାରିଖ ଯାଏଁ ବର୍ଷା ନେଇ କେତେକ ସ୍ଥାନକୁ ସତର୍କ ସୂଚନା ଜାରି କରାଯାଇଛି। ବୁଧବାର ଠାରୁ ଅନେକ ସ୍ଥାନରେ ବର୍ଷାର ପରିମାଣ ବଢିବ। ରାୟଗଡା ଓ ସୁନ୍ଦରଗଡ ଜିଲାରେ ପ୍ରବଳ ବର୍ଷା ହେବ। କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ଗଞ୍ଜାମ, ଗଜପତି, କନ୍ଧମାଳରେ ପ୍ରବଳ ବର୍ଷା ହେବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଦେଖନ୍ତୁ ଭିଡିଓ ; ବାରାଣସୀ ଚାଟ୍ ଦୋକାନରେ ନୀତା ଅମ୍ବାନୀ, ଆଳୁ ଚାଟ୍ ଖାଇ ଏମିତି କହିଲେ..

- Advertisement -

 

ଜୁଲାଇ ୮ ; ଶନି,ରାହୁ ବଦଳାଇବେ ଏହି ରାଶିଙ୍କ ଭାଗ୍ୟ, ମିଳିବ ଧନ ହିଁ ଧନ, ସଫଳତା..

Hot this week

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

Related Articles

Popular Categories