www.samajalive.in
Sunday, November 16, 2025
15.1 C
Bhubaneswar

୩ ଘଣ୍ଟାରେ ୭ ଜିଲାରେ ପ୍ରବଳ ବର୍ଷିବ..

ଭୁବନେଶ୍ୱର : ଆଗାମୀ ୩ ଘଣ୍ଟାରେ କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହି ୭ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି । ୭ ଜିଲା ମଧ୍ୟରେ ସମ୍ବଲପୁର, ମାଲକାନଗିରି, ବରଗଡ, କୋରାପୁଟ, ଝାରସୁଗୁଡା, ଅନୁଗୁଳ ଓ ଢେଙ୍କାନାଳ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି ।
ଝାଡ଼ଖଣ୍ଡ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଆଉ ଏକ ଘୂୂର୍ଣ୍ଣିବଳୟ ସକ୍ରିୟ ରହିଛି। ଆଜି ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ପରବର୍ତ୍ତୀ ତିନିଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ। ବୁଧବାର ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଭଦ୍ରକରେ ଅତିପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଢ଼େଙ୍କାନାଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ଅନୁଗୋଳ, ଦେବଗଡ଼ ଓ ଯାଜପୁର ଜିଲାକୁ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି କରାଯାଇଛି।

ସୋମବାରରୁ ରବିବାର : ଚକଟା ଅଟାରେ ମିଶାନ୍ତୁ ବାସ୍‌ ଏହି ଜିନିଷ, କେମିତି ଚମକିବ ଭାଗ୍ୟ..

Hot this week

ପୁଲିସର ଯାଞ୍ଚ କଡ଼ାକଡ଼ି

ସମାଜ ଲାଇଭ୍‌: କମିସନରେଟ ପୁଲିସ ପକ୍ଷରୁ ଶନିବାର ବିଳମ୍ବିତ ରାତିରେ ଗାଡ଼ିମୋଟର...

ହ୍ୟୁମାନ ସାଗର ସଙ୍କଟାପନ୍ନ, ଏମ୍ସ ଯାଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ହ୍ୟୁମାନ ସାଗର ଙ୍କ ସ୍ବାସ୍ଥ୍ୟ ଅବସ୍ଥା ଚିନ୍ତା...

ସ୍ଥାୟୀ ଜମି ପଟ୍ଟା ପ୍ରଦାନ ପାଇଁ ମାହେଶ୍ୱରୀ ସେନାର ଦାବି

ରେଙ୍ଗାଲିକ୍ୟାମ୍ପ ୧୫/୧୧: ଦୀର୍ଘ ୪୦ବର୍ଷ ଧରି ଗୋଡ଼ଭଗା ଛକ ନିକଟ ରାସ୍ତା...

କିଲାକିଆ ସେବାଶ୍ରମରେ ପିତାମାତା ସହଭାଗିତା କାର୍ଯ୍ୟକ୍ରମ

ଜି.ଉଦୟଗିରି,୧୫/୧୧: ଅନୁସୂଚିତ ଜାତି ଓ ଜନଜାତି ଏବଂ ପଛୁଆ ବର୍ଗ କଲ୍ୟାଣ...

ପୀତବାସ ପଣ୍ଡା ହତ୍ୟା ମାମଲା: ବ୍ରହ୍ମପୁର କାରାମଣ୍ଡଳରେ ସରିଲା ଅଭିଯୁକ୍ତଙ୍କ ଟିଆଇ ପରେଡ୍

ସମାଜ ନ୍ୟୁଜ ଡେସ୍କ- ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଶନିବାର...

Related Articles

Popular Categories