www.samajalive.in
Saturday, December 6, 2025
23.1 C
Bhubaneswar

ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା; ୨୬ରୁ ପାଗରେ ପରିବର୍ତ୍ତନ

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ଜିଲାରେ ଆଜି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ସକାଳୁ ପାଗ ମେଘୁଆ ରହିଛି। ଅନୁଗୁଳ, ବରଗଡ଼, ଢେଙ୍କାନାଳ, ଦେବଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, କଟକ, ପୁରୀ, ନୟାଗଡ଼, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ବରଗଡ଼, ସୋନପୁର ଓ ବୌଦ୍ଧ ଜିଲାରେ ବର୍ଷା ସମ୍ଭାବନା ରହିଛି। ଆସନ୍ତା କାଲି ମଧ୍ୟ ଏହି ସମସ୍ତ ଜିଲାରେ ବର୍ଷା ସମ୍ଭାବନା ଥିବା ନେଇ ଜଣାପଡ଼ିଛି। ଘଣ୍ଟାପ୍ରତି ୩୦ ରୁ ୪୦ କିମି ବେଗରେ ପବନ ମଧ୍ୟ ବହିପାରେ। ଦିନ ୧୨ଟା ଯାଏଁ ସତର୍କ ରହିବାକୁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ୨୬ ତାରିଖ ବେଳକୁ ବର୍ଷା ଛାଡ଼ିଯିବା ସହ ପାଗ ସ୍ୱଭାବିକ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories