www.samajalive.in
Friday, December 5, 2025
26.1 C
Bhubaneswar

ଆସୁଛି ଆଉ ଏକ ଲଘୁଚାପ; ଏହି ଜିଲାରେ ବର୍ଷିବ

ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ନେଇ ପାଣିପରାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ମିଳିଛି ।
ସେହିପରି ଆହୁରି ୫ ଦିନ ବର୍ଷା ଲାଗି ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ପ୍ରବଳ ବର୍ଷା ପାଇଁ ଶୁକ୍ରବାର ୨୨ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଶନିବାର ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଓଡିଶାରେ ଘଡଘଡି ସହ ବର୍ଷା ହେବ । ୧୯ ତାରିଖରେ ରାୟଗଡା, କୋରାପୁଟୁ, କଳାହାଣ୍ଡି, କନ୍ଧମାଳ ଓ ଗଜପତିକିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୦ ତାରିଖରେ ମୟୁରଭଞ୍ଜ, କେନ୍ଦୁଝର ଓ କୋରାପୁଟରେ ପ୍ରବଳ ବର୍ଷା ସମ୍ଭବନା ରହିଛି ।

ବଡ ଖୁସି ନେଇ ଆସୁଛି ଅଗଷ୍ଟ: ଗ୍ରହଙ୍କ ଦୁର୍ଲ୍ଲଭ ରାଜଯୋଗ, ଏହି ରାଶିଙ୍କ ଉପରେ ଧନବର୍ଷା କରିବେ ମା’ଲକ୍ଷ୍ମୀ, ମିଳିବ ସନ୍ତାନ ସୁଖ, ହେବେ ଭାଗ୍ୟଶାଳୀ..

ଦେଖନ୍ତୁ ଭିଡିଓ; ଜୋତା ଭିତରେ ଫଣା ଟେକି ରହିଥିଲା ନାଗ, ତା’ପରେ..

- Advertisement -

 

 

Hot this week

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

Related Articles

Popular Categories