www.samajalive.in
Saturday, December 6, 2025
26.1 C
Bhubaneswar

ଆଗାମୀ ୩ ଘଣ୍ଟା ପାଇଁ ବର୍ଷା ଆଲର୍ଟ

ଭୁବନେଶ୍ବର : ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ସୂଚନା ମିଳିଛି। ୧୧ ଜିଲାରେ ବର୍ଷା ସମ୍ଭାବନା; ଭଦ୍ରକ, କନ୍ଧମାଳ, ପୁରୀ, ଖୋର୍ଦ୍ଧା(ଭୁବନେଶ୍ବର), ଜଗତସିଂହପୁର, ରାୟଗଡ଼ା, କେନ୍ଦ୍ରାପଡ଼ା, ଗଞ୍ଜାମ, ଗଜପତି, କଳାହାଣ୍ଡି, ନବରଙ୍ଗପୁର, ମୌସୁମୀ ଅଗ୍ରସର ପାଇଁ ପାଗ ଅନୂକୂଳ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା। ଅସହ୍ୟ ଗୁଳିଗୁଳିରୁ ମିଳିଲା ତ୍ରାହି। ଲୋକେ ଆଶ୍ବସ୍ତ। ବର୍ଷା, ବିଜୁଳି ଓ ଘଡ଼ିଘଡ଼ି ପାଇଁ ୧୧ ଜିଲାକୁ ସତର୍କତା ଜାରି କରାଯାଇଛି।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories