www.samajalive.in
Monday, December 15, 2025
27.1 C
Bhubaneswar

୨୪ ଘଣ୍ଟାରେ କେରଳ ଛୁଇଁବ ମୌସୁମୀ ! ଟ୍ବିନ୍‌ ସିଟିକୁ କାଳବୈଶାଖୀ ସତର୍କତା

ଭୁବନେଶ୍ଵର: ୨୪ ଘଣ୍ଟାରେ କେରଳ ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ। ମୌସୁମୀ କେରଳ ଛୁଇଁବା ପାଇଁ ପାଗ ଅନୁକୂଳ ରହିଛି।  ୧୬ ବର୍ଷ ପରେ ଏଥର ସଅଳ କେରଳ ଛୁଇଁବ ମୌସୁମୀ । ୨୦୦୯ ମେ ୨୩ ରେ କେରଳ ଛୁଇଁଥିଲା ମୌସୁମୀ। ସେପଟେ ଆଗାମୀ ୨ ଘଣ୍ଟା ପାଇଁ କେନ୍ଦ୍ରାପଡା, ଜଗତସିଂହପୁର , ଯାଜପୁର , ଖୋର୍ଦ୍ଧା ଓ କଟକ ଜିଲ୍ଲାକୁ କାଳବୈଶାଖୀ ସତର୍କତା ଜାରି କରାଯାଇଛି।  ବିଜୁଳି ଘଡଘଡି ସହ କାଳବୈଶାଖୀ ବର୍ଷା ନେଇ ଚେତାବନୀ ଜାରି ହୋଇଛି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories