ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ବର୍ଷା ପାଇଁ ୪ ଜିଲାକୁ ଅରେଞ୍ଜ ଓ ୮ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗଜପତି, ଗଞ୍ଜାମ, ମାଲକାନଗିରି, କୋରାପୁଟକୁ ଅତିପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ପୁରୀ , ଖୋର୍ଦ୍ଧା, ନୟାଗଡ, କଳାହାଣ୍ଡିରେ ପ୍ରବଳ ବର୍ଷା ପାଇଁ ଆଲର୍ଟ ଜାରି ହୋଇଛି। ରାୟଗଡା, ନବରଙ୍ଗପୁର, ମୟୁରଭଞ୍ଜ ଜିଲାରେ ମଧ୍ୟ ପ୍ରବଳ ବର୍ଷା ପାଇଁ ଆଲର୍ଟ ଜାରି ହୋଇଛି।
Popular Categories



