www.samajalive.in
Saturday, December 6, 2025
14.1 C
Bhubaneswar

ସ୍ପଷ୍ଟ ଚିହ୍ନିତ ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର  ଅଞ୍ଚଳରେ ସ୍ପଷ୍ଟ ଚିତ୍ରିତ ହୋଇଛି। ଆଗାମୀ ୨୪ ଘଣ୍ଟା ଯାଏ ତୀବ୍ରତା ବଜାୟ ରଖିବ। ପରବର୍ତ୍ତୀ ୨୪ ଘଣ୍ଟାରେ ଗତିର ଦିଗ ପରିବର୍ତ୍ତନ ସହ ଉତ୍ତର ଉତ୍ତର ପୂର୍ବ ଦିଗ ରେ ଗତି କରିବ। ପରେ କେନ୍ଦ୍ରୀୟ ବଙ୍ଗୋପସଗାରରେ ଧୀରେ ଧୀରେ ଦୁର୍ବଳ ହେବାର ସମ୍ଭାବନା ରହିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ଦୁର୍ବଳ ହେବ। ଏହାର ପ୍ରଭାବରେ ୧୦ ଏବଂ ୧୧ ତାରିଖରେ ଓଡିଶାର ବିଭିନ୍ନ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି । ଆଜି କିଛି କିଛି ଜିଲ୍ଲାରେ କାଳବୈଶାଖୀ ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories