www.samajalive.in
Sunday, December 14, 2025
17.1 C
Bhubaneswar

୫ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ମୌସୁମୀ ପ୍ରଭାବରେ ଉପକୂଳ ଓଡିଶାରେ ବର୍ଷା ଆଗାମୀ ୫ ଦିନ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁ ପ୍ରବାହଜନିତ ବୃଷ୍ଟିପାତ ସଂକ୍ରାନ୍ତରେ ସମସ୍ତ ଜିଲାପାଳଙ୍କୁ ରାଜ୍ୟ ସ୍ବତନ୍ତ୍ର ରିଲିଫ୍‌ କମିସନର୍‌ଙ୍କ କାର୍ଯ୍ୟାଳୟରୁ ମଙ୍ଗଳବାର ସତର୍କ ସୂଚନା ଜାରି କରାଯାଇଛି। ବର୍ଷାଜନିତ ଯେକୌଣସି ପ୍ରକାର ଦୁର୍ବିପାକର ମୁକାବିଲା କରିବା ନିମନ୍ତେ ଜିଲା ପ୍ରଶାସନ ପ୍ରସ୍ତୁତ ରହିବାକୁ ନିର୍ଦେଶ ଦିଆଯାଇଛି। ​ କିଛି ଜିଲାରେ ସାମାନ୍ୟରୁ ଅତି ସାମାନ୍ୟ ବର୍ଷା ସମ୍ଭାବନା ଥିବାବେଳେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଏବଂ ଗଜପତି ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ‘ୱେଲୋ ୱାର୍ଣ୍ଣିଙ୍ଗ୍‌’ ଜାରି କରାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories