www.samajalive.in
Monday, December 15, 2025
24.1 C
Bhubaneswar

ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ଜାରି ରହିଛି ବର୍ଷା। ଆଗାମୀ ୨୪ ଘଣ୍ଟାରେ ଉତ୍ତର ଓଡ଼ିଶାର ଜିଲାଗୁଡ଼ିକରେ ବିସ୍ତୃତି ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଦକ୍ଷିଣ ଓଡ଼ିଶାର ଜିଲାଗୁଡ଼ିକରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା । ଆଗାମୀ ୨୪ ଘଣ୍ଟା ପାଇଁ ଉତ୍ତର ଓଡ଼ିଶାର କିଛି ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ପାଇଁ ୧୧ ଜିଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।

Hot this week

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

Related Articles

Popular Categories