୯ଟି ଜିଲାରେ କାଳବୈଶାଖୀ ସହ ବର୍ଷା ସମ୍ଭାବନା

0

ଭୁବନେଶ୍ବର: ରାଜ୍ୟର ୯ଟି ଜିଲାରେ କାଳବୈଶାଖୀ ସହ ବର୍ଷା ହେବାର ସମ୍ଭାବନା ରହିଛି । ସନ୍ଧ୍ୟା ସାଢେ ୭ଟା ମଧ୍ୟରେ ବରଗଡ, ସମ୍ବଲପୁର, ଝାରସୁଗୁଡା, ନୂଆପଡା, କଳାହାଣ୍ଡି, ବଲାଙ୍ଗିର, ନବରଙ୍ଗପୁରଏ ଗଞ୍ଜାମ, ନୟାଗଡ ଆଦି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ଏହାର ପ୍ରଭାବରେ ଅନ୍ୟାନ୍ୟ ସ୍ଥାନରେ ମଧ୍ୟ ସାମାନ୍ୟ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Leave A Reply