www.samajalive.in
Monday, December 15, 2025
24.1 C
Bhubaneswar

ବଢିବ ବର୍ଷା- ଅବପାତର ପରିବର୍ତ୍ତନ ହେବ ଲଘୁଚାପ

ଭୁବନେଶ୍ୱର – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବଂ ଅବପାତର ରୂପନେଇଛି । ଏହାର ପ୍ରଭାବରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ କେତକ ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ଏହି ଅବପାତ ଦକ୍ଷିଣ ଓଡ଼ିଶା ଏବଂ ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିବ । ଅକ୍ଟୋବର ତିନିତାରିଖ ସକାଳେ ଏହା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି ।

ଏହାର ପ୍ରଭାବରେ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଅକ୍ଟୋବର ଦୁଇ ତାରିଖରେ ପୁରୀ ଏବଂ ଜଗତସିଂହପୁରରେ ଅତିରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଗଜପତି, ଗଞ୍ଜାମ,ଖୋର୍ଦ୍ଧା,କଟକ, କେନ୍ଦ୍ରାପଡା,ବାଲେଶ୍ୱର,ମୟୁରଭଞ୍ଚ, ଭଦ୍ରକ,ଯାଜପୁର,ଢେଙ୍କାନାଳ,କନ୍ଧମାଳ, ବଲାଙ୍ଗୀର ଓ କଳାହାଣ୍ଡିରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଅନ୍ୟ ଜିଲ୍ଲାମାନଙ୍କରେ ମଧ୍ୟମ ଧରଣର ବର୍ଷା ହୋଇପାରେ ।

Hot this week

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

Related Articles

Popular Categories