www.samajalive.in
Saturday, December 6, 2025
14.1 C
Bhubaneswar

ଓଲଟିଲା ଯାତ୍ରୀବାହୀ ବସ୍‌

ରାଇରଙ୍ଗପୁର : ଓଲଟିଲା ଯାତ୍ରୀବାହୀ ବସ୍‌ । ଝରାଡିହିରୁ କରଞ୍ଜିଆ ଯାଉଥିବା ଅପ୍ପୁ ନାମକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ୧୪ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ଜଣଙ୍କୁ ଗୁରୁତର ଅବସ୍ଥାରେ ବାରିପଦା ସ୍ଥାନାନ୍ତରିତ କରାଯାଇଛି। ଏହି ଦୁର୍ଘଟଣା ବହଳଦା ଥାନା ତିଖିଆ ଗ୍ରାମ ନିକଟସ୍ଥ ଚାଞ୍ଚଳା ନିକଟରେ ଘଟିଛି । ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ନିମନ୍ତେ ରାଇରଙ୍ଗପୁର ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଶନି-ବୁଧଙ୍କ ଦୁର୍ଲ୍ଲଭ ସଂଯୋଗ ; ଏହି ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା, ହେବେ ମାଲାମାଲ୍‌, କିଣିବେ ଘର, ମିଳିବ ଚାକିରି..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories