www.samajalive.in
Friday, December 12, 2025
15.1 C
Bhubaneswar

କମିଶନରେଟ ପୋଲିସ ପକ୍ଷରୁ ଶେଷ ରଜ ପାଳିତ

ଚନ୍ଦ୍ରଶେଖରପୁର :  ରଜ ଉପଲକ୍ଷେ କମିଶନରେଟ ପୁଲିସ ପକ୍ଷରୁ ବସ୍ତିକୁ ଚାଲ ଅଭିଯାନ । ବସ୍ତିର କୁନିକୁନି ପିଲାଙ୍କୁ ନେଇ ନାଚ ଗୀତ ଖେଳ ଆଦି କାର୍ଯ୍ୟକ୍ରମ ଦ୍ବାରା ଦର୍ଶକମାନଙ୍କ ମନ ଜିଣିଲେ । ଓଡ଼ିଶାର ଗଣ ପର୍ବ ରଜ ମହୋତ୍ସବ ଉପଲକ୍ଷେ କମିଶନରେଟ୍ ପୁଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ରଜ ପାଇଁ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଅୟୋଜନ ହୋଇଛି। ଶୁକ୍ରବାର ସନ୍ଧ୍ୟାରେ ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଇଶାନେଶ୍ୱର ବସ୍ତିରେ ଚାଲିଥିବା ରଜ ଉତ୍ସବରେ ଭୁବନେଶ୍ବର ଡିସିପି ପ୍ରତୀକ ସିଂଙ୍କ ସମେତ ବହୁ ବରିଷ୍ଠ ପୁଲିସ୍ ଅଧିକାରୀ ଯୋଗ ଦେଇଥିଲେ। ଏହି ଉତ୍ସବରେ ବିଭିନ୍ନ  ବିଜେତା ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଏହା ଦ୍ବାରା ବସ୍ତିରେ ଲୁକାୟୀତ ପ୍ରତିଭାମାନଙ୍କୁ ଚିହ୍ନଟ କରାଯାଇ ପାରିବ ବୋଲି ଭୁବନେଶ୍ବର ଡିସିପି ପ୍ରତୀକ ସିଂ କହିଥିଲେ ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories