www.samajalive.in
Saturday, December 6, 2025
26.1 C
Bhubaneswar

କୋର୍ଟରେ ହାଜର ହେବେ ରାଜା ଚକ୍ର

ଭୁବନେଶ୍ଵର: ଆଜି କୋର୍ଟରେ ହାଜର ହେବେ ବିଜେଡି ନେତା ରାଜା ଚକ୍ର। ଇଓଡବ୍ଲୁ ବାଲେଶ୍ଵର କୋର୍ଟରେ ଆଜି ରାଜାଙ୍କୁ ହାଜର କରିବ। ହାଜର କରିବା ପରେ ଇଓଡବ୍ଲୁ ରିମାଣ୍ଡ ପାଇଁ ଆବେଦନ କରିବ। ଗନ୍ଧମାର୍ଦନ ଲୋଡିଂ ଏଜେନ୍ସି ମାମଲା ରେ ଗୁରୁବାର ରାଜା ଚକ୍ର ଙ୍କୁ ଇଓଡବ୍ଲୁ ଗିରଫ କରିଛି।
ତେବେ ଏହି ବେଆଇନ କାର୍ଯ୍ୟରେ ଆଉ କେଉଁମାନଙ୍କ ସମ୍ପୃକ୍ତ ରହିଛି, ସେନେଇ ଇଓଡବ୍ଲ୍ୟୁ ତଦନ୍ତକୁ ଜୋରଦାର୍‌ କରିଛି। ତେବେ ମାମଲାରେ ଆଗକୁ ଗିରଫ ସଂଖ୍ୟା ବୃଦ୍ଧି ପାଇବ ବୋଲି ଜଣେ ଅଧିକାରୀ କହିଛନ୍ତି। ପୂର୍ବରୁ ଏହି ମାମଲାରେ ଇଓଡବ୍ଲ୍ୟୁ ସମିତିର ପୂର୍ବତନ ସଭାପତି ମାନସ ରଞ୍ଜନ ବାରିକ ଓ ସମ୍ପାଦକ ଉତ୍କଳ ଦାସଙ୍କୁ ଗିରଫ କରିଥିଲା।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories