www.samajalive.in
Monday, December 15, 2025
27.1 C
Bhubaneswar

କୋର୍ଟରେ ହାଜର ହେଲେ ରାଜା ଚକ୍ର

ବାଲେଶ୍ଵର: କୋର୍ଟରେ ହାଜର ହେଲେ ରାଜା ଚକ୍ର। କ୍ରାଇମବ୍ରାଞ୍ଚ ଆଜି ଓପିଆଇଡି କୋର୍ଟରେ ରାଜା ଚକ୍ରଙ୍କୁ ହାଜର କରିଛି। ଗତକାଲି କ୍ରାଇମବ୍ରାଞ୍ଚ  ୫ ଦିନିଆ ରିମାଣ୍ଡ ଆବେଦନ କରିଥିଲା। ଗତ ୧୩ ତାରିଖରେ ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ ବିଜେଡି ନେତା ରାଜା ଚକ୍ରଙ୍କୁ ଗିରଫ sରିଥିଲା କ୍ରାଇମବ୍ରାଞ୍ଚ ଇଓଡବ୍ଲୁ। ଏ ନେଇ ପ୍ରେସମିଟ୍ ଜରିଆରେ ସୂଚନା ଦେଇଥିଲେ କ୍ରାଇମ୍‌ବ୍ରାଞ୍ଚ ଡିଜି। ୨୦୧୭-୧୮ ମସିହାରୁ ମାର୍ଚ୍ଚ ୨୦୨୪ ମଧ୍ୟରେ ୧୮୫ କୋଟି ଆୟ କରିଥିଲା ଏଜେନ୍ସି।

Hot this week

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

Related Articles

Popular Categories