www.samajalive.in
Monday, December 15, 2025
24.1 C
Bhubaneswar

ରାଜା ଚକ୍ରଙ୍କ ଘନିଷ୍ଠ ସହଯୋଗୀ ଗିରଫ

ଭୁବନେଶ୍ଵର: ବିଜେଡି ନେତା ରାଜା ଚକ୍ରଙ୍କ ଘନିଷ୍ଠ ସହଯୋଗୀ ଗିରଫ ହୋଇଛି। ରାଜା ଚକ୍ରଙ୍କ  ଘନିଷ୍ଠ ସହଯୋଗୀ ସୁଶାନ୍ତ ସାମଲଙ୍କୁ କ୍ରାଇମବ୍ରାଞ୍ଚ ଇଓଡବ୍ଲୁ ଗିରଫ କରିଛି। ସୁଶାନ୍ତ ରାଜା ଚକ୍ରଙ୍କ କୋଟି  କୋଟି ଟଙ୍କା ବିଭିନ୍ନ ସ୍ଥାନରେ ଲୁଚାଇ ରଖିବାରେ ସହଯୋଗ କରିଥିଲେ। ବେନାମୀ ସମ୍ପତ୍ତି ବିନିଯୋଗ କରିବା ସହିତ ଅର୍ଥ ହେରଫେରରେ ସୁଶାନ୍ତ ଙ୍କ ସମ୍ପୃକ୍ତି ଥିବା ଜାଣିବା ପରେ କ୍ରାଇମବ୍ରାଞ୍ଚ ଇଓଡବ୍ଲୁ ତାଙ୍କୁ ଗିରଫ କରିଛି। ସୁଶାନ୍ତଙ୍କୁ ଆଜି କୋର୍ଟ ଚାଲାଣ ପରେ ରିମାଣ୍ଡ ଆବେଦନ କରିପାରେ ଇଓଡବ୍ଲୁ। ସେପଟେ ରାଜା ଚକ୍ରଙ୍କ ସହ ଅନ୍ୟ ଦୁଇ ଜଣଙ୍କୁ ୩ ଦିନିଆ ରିମାଣ୍ଡରେ ଆଣି ଇଓଡବ୍ଲୁ ପଚରାଉଚରା କରୁଥିବା ଜଣାପଡିଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories