ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ଛୁରାମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ସହିଦ ନଗର ଥାନା ଅନ୍ତର୍ଗତ ସୈନିକ ସ୍କୁଲ ନିକଟରେ ଛୁରାମାଡ଼ କରାଯାଇଛି। କେକ ଖାଇବାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ହେବା ପରେ ଉଭୟ ଉଭୟଙ୍କୁ ଆକ୍ରମଣ କରିଥିଲେ। ଛୁରାମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବାବେଳେ ଆଉ ଜଣେ ଆହତ ହୋଇଥିବା ସୂଚନା ମିଳିଛି।
Popular Categories



