www.samajalive.in
Monday, December 15, 2025
26.1 C
Bhubaneswar

ରାଜଲକ୍ଷ୍ମୀଙ୍କୁ ‘ଆଭେନ୍ୟୁ ଅଫ୍‍ ସର୍ଭିସ୍‍’ ପୁରସ୍କାର

କେନ୍ଦୁଝରଗଡ଼: ରୋଟାରୀ ଇଣ୍ଟର ନ୍ୟାସନାଲ ପକ୍ଷରୁ ରୋଟାରୀ କ୍ଲବ ଅଫ୍‍ କେନ୍ଦୁଝରଗଡର ସଦସ୍ୟା ରାଜଲକ୍ଷ୍ମୀ ସ୍ୱାଇଁଙ୍କୁ ‘ଆଭେନ୍ୟୁ ଅଫ୍‍ ସର୍ଭିିସ’ ପୁରସ୍କାର ପ୍ରଦାନ କରାଯାଇଛି। ବାଲେଶ୍ୱର ରୋଟାରୀ ଭବନ ଠାରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ରାଜଲକ୍ଷ୍ମୀ ସ୍ବାଇଁଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ଫକୀର ମୋହନ ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ମୁଖ୍ୟଅତିଥି ଭାବେ ଯୋଗଦେଇଥିବାବେଳେ ପୂର୍ବତନ ଜିଲା ଗଭର୍ଣ୍ଣର ଶାନ୍ତନୁ କୁମାର ପାଣି, ରୋଟାରୀ ଇଣ୍ଡିଆ ଲିଟରାସି ମିଶନର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ବିଶ୍ୱଜିତ ଘୋଷ, ରୋଟାରୀ ଇଣ୍ଟର ନ୍ୟାସନାଲର ପୂର୍ବତନ ସଭାପତି ଶେଖର ମେହେଟ୍ଟା ପ୍ରମୁଖ ଉପସ୍ଥିତ ଥିଲେ। ରୋଟାରୀ ବ୍ଲକ ଅଫ୍‍ କେନ୍ଦୁଝରଗଡର ସମସ୍ତ କର୍ମକର୍ତ୍ତା ଓ ସଦସ୍ୟ ସଦସ୍ୟା ଶ୍ରୀମତୀ ସ୍ୱାଇଁଙ୍କୁ ଶୁଭେଛା ଓ ଶୁଭକାମନା ଜଣାଇଛନ୍ତି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories