www.samajalive.in
Monday, December 15, 2025
24.1 C
Bhubaneswar

ରାଜନଗରରେ ଦୁଇ ଶିଶୁ ଜୀବନ୍ତ ଦଗ୍ଧ

ରାଜନଗର/ଭୁବନେଶ୍ୱର – କେନ୍ଦ୍ରାପଡା ଜିଲ୍ଲା ରାଜନଗରରେ ଏକ ଦୁଃଖଦ ଘଟଣା ଘଟିଯାଇଛି । ଘରେ ନିଆଁ ଲାଗିଯିବାରୁ ଦୁଇଟି ଶିଶୁ ଜୀବନ୍ତ ଦଗ୍ଧ ହୋଇଯାଇଥିବା ପ୍ରାଥମିକ ସୂଚନା ମିଳିଛି। ଦୁଇ ଶିଶୁ ଘରେ ଥିବା ବେଳେ କୌଣସି କାରଣରୁ ସେଠାରେ ନିଆଁ ଲାଗିଯାଇଥିଲା । ଏଥିରେ ୧୧ ବର୍ଷର ଭଉଣୀ ୯ ବର୍ଷର ଭାଇ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି ।

ଘଟଣାରେ ୧୧ ବର୍ଷର ଭଉଣୀ ଅନୁପମା ସାହାଣୀ ଏବଂ ୯ ବର୍ଷର ଭାଇ ଋଷି ସାହାଣୀଙ୍କ ର ମୃତ୍ୟୁ ହୋଇଛି । ପୁଲିସ ଘଟଣାସ୍ଥଳରେ ପହଞ୍ଚି ଏବଂ ତଦନ୍ତ ଆରମ୍ଭ କରିଛି । ଏହି ଦୁର୍ଘଟଣା ପରେ ସେହି ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories